Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୯ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଜେଇ

by ସଞ୍ଜୟ ସ୍ୱାଇଁ
July 6, 2024
in Crime, Nayagarh, State
୧୯ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଜେଇ
288
VIEWS
Share on FacebookShare on Twitter

ବୋଲଗଡ଼, (ବାଘୁଆବାର୍ତ୍ତା): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ଗ୍ରାମପଞ୍ଚାୟତ ଟେକ୍ନିକାଲ ଆସିଷ୍ଟାଣ୍ଟ (କନିଷ୍ଠ ଯନ୍ତ୍ରୀ/ଜେଇ) ନୃସିଂହନାଥ ପ୍ରଧାନ। ବୋଲଗଡ଼ ବ୍ଲକ ଖଙ୍ଗୁରିଆ ପଞ୍ଚାୟତରେ ସାଂସଦ ପାଣ୍ଠିରୁ ନିର୍ମିତ ଏକ କୋଠଘରର ବିଲ୍‌ କରାଇ ଦେବା ପାଇଁ ସଂପୃକ୍ତ ଠିକାଦାରଙ୍କୁ ଲାଞ୍ଚ ମାଗିଥିଲେ ଜେଇ ଶ୍ରୀ ପ୍ରଧାନ। ଆଜି ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ୧୯,୨୦୦ ଟଙ୍କା ଜବତ କରାଯାଇଥିଲା। ଲାଞ୍ଚ ନେଇ ଧରାପଡ଼ିବା ପରେ ଜେଇ ନୃସିଂହନାଥ ପ୍ରଧାନଙ୍କ ୪ଟି ଠିକଣାରେ ଏକକାଳୀନ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ନୃସିଂହନାଥଙ୍କ ସରକାରୀ ବାସଭବନରେ ଚଢ଼ାଉ ବେଳେ ନଗଦ ୨ ଲକ୍ଷ ୧୬ ହଜାର ୯୦୦ ଟଙ୍କା ଜବତ କରିଛି ଭିଜିଲାନ୍ସ। ଚଢ଼ାଉ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!