Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହକାରୀ ଯନ୍ତ୍ରୀଙ୍କୁ ସାଂସଦ ପ୍ରତିନିଧିଙ୍କ ଦୁର୍ବ୍ୟବହାର ଅଭିଯୋଗ

by ସଞ୍ଜୟ ସ୍ୱାଇଁ
April 29, 2025
in State
ସହକାରୀ ଯନ୍ତ୍ରୀଙ୍କୁ ସାଂସଦ ପ୍ରତିନିଧିଙ୍କ ଦୁର୍ବ୍ୟବହାର ଅଭିଯୋଗ
73
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ମୋଚିନ୍ଦା ପଞ୍ଚାୟତରେ ସାଂସଦଙ୍କ ଅନୁଦାନ ପାଣ୍ଠିର ନିର୍ମାଣ କାର୍ଯ୍ୟକୁ ନେଇ ମହିଳା ସହକାରୀ ଯନ୍ତ୍ରୀ ଅର୍ଣ୍ଣପୂନ୍ନା ଘଡେଇଙ୍କୁ ଦୁର୍ବ୍ୟବହାର ଘଟଣା। ଆନନ୍ଦପୁର ବ୍ଲକ ସାଂସଦ ପ୍ରତିନିଧିଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ। କାର୍ଯ୍ୟାନୁଷ୍ଠାନ ଦାବିରେ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ। ସୂଚନାନୁଯାୟୀ, ସୋମବାର ସକାଳେ ମହିଳା ସହକାରୀ ଯନ୍ତ୍ରୀ ନିଜ ସରକାରୀ ବସଭବନରେ ଥିବା ସମୟରେ ଆନନ୍ଦପୁର ବ୍ଲକ ସାଂସଦ ପ୍ରତିନିଧି ଓ଼ ତାଙ୍କର ୪୦ ରୁ ୫୦ ସମର୍ଥକ ମହିଳା କନିଷ୍ଟ ଯନ୍ତ୍ରୀଙ୍କ ସରକାରୀ ବାସଭବନରେ ପହଞ୍ଚି ତାଙ୍କୁ ଗାଳି ଗୁଲଜ କରିବା ସହ ଧମକ ଦେଇଥିଲେ। ଏନେଇ ସାଂସଦ ପ୍ରତିନିଧିଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ଘଟଣାର ପ୍ରତିବାଦରେ ମଙ୍ଗଳବାର ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ସମସ୍ତ ଯନ୍ତ୍ରୀ ଓ଼ କର୍ମଚାରୀ କଲମ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଯେପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନହୋଇଛି ସେପର୍ଯ୍ୟନ୍ତ କାର୍ଯ୍ୟରେ ଯୋଗଦେବେ ନାହିଁ ବୋଲି କର୍ମଚାରୀ ଚେତାବନୀ ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!