Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଲାଇ ୨୦ରୁ ଆରମ୍ଭ ହେବ ଜେଇ ମେନ୍ ପରୀକ୍ଷା: ତାରିଖ ହେଲା ଘୋଷଣା

by ସଞ୍ଜୟ ସ୍ୱାଇଁ
July 6, 2021
in Education
ଜୁଲାଇ ୨୦ରୁ ଆରମ୍ଭ ହେବ ଜେଇ ମେନ୍ ପରୀକ୍ଷା: ତାରିଖ ହେଲା ଘୋଷଣା
52
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ପରୀକ୍ଷା ପାଇଁ ପ୍ରତୀକ୍ଷାର ଅନ୍ତ ଘଟିଲା । ଘୋଷଣା ହେଲା ଜେଇ ମେନ୍ ପରୀକ୍ଷା ତାରିଖ । ଜେଇ ମେନ୍ ପରୀକ୍ଷା ହେବାକୁ ଥିବାବେଳେ ମହାମାରୀ କୋଭିଡ୍-୧୯କୁ ଦୃଷ୍ଟିରେ ପାଇଁ ଗତ ଏପ୍ରିଲ୍ ଓ ମେ ମାସରେ ସ୍ଥଗିତ ରଖାଯାଇଥିଲା । ତେବେ ଆସନ୍ତା ଜୁଲାଇ ଓ ଅଗଷ୍ଟ ମାସରେ ପରୀକ୍ଷା ଅନୁଷ୍ଠିତ ହେବା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ୍ ନିଶ ଘୋଷଣା କରିଛନ୍ତି । ଜେଇ ମେନ୍ ପରୀକ୍ଷା ତୃତୀୟ ସେସନ୍ ଜୁଲାଇ ୨୦ରୁ ୨୫ତାରିଖ ଯାଏଁ ଏବଂ ୪ର୍ଥ ସିଜିନ୍ ଜୁଲାଇ ୨୭ରୁ ଅଗଷ୍ଟ ୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଆଜି ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!