Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଇଇ ମେନ୍ ରେଜଲ୍ଟ; ରାଜ୍ୟର ଟପ୍ପର ଗୌତମ

by ସଞ୍ଜୟ ସ୍ୱାଇଁ
March 9, 2021
in Education, State
ଜେଇଇ ମେନ୍ ରେଜଲ୍ଟ; ରାଜ୍ୟର ଟପ୍ପର ଗୌତମ
292
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଫେବୃୟାରୀ ମାସରେ ଅନୁଷ୍ଠିତ ହୋଇଥିବା ଜେଇଇ ମେନ୍ ପରୀକ୍ଷାର ଆଜି ଫଳ ପ୍ରକାଶ ପାଇଛି । ଏନଟିଏ ପକ୍ଷରୁ ଜେଇଇ ମେନ୍ ପରୀକ୍ଷା ଫଳ ପ୍ରକାଶ କରିଛି । ଉକ୍ତ ପରୀକ୍ଷାରେ ୬ଜଣ ପରୀକ୍ଷାର୍ଥୀ ଶତ ପ୍ରତିଶତ ନମ୍ବର ରଖୀଥିବା ବେଳେ ଓଡ଼ିଶାର ଗୌତମ ଦାସ ସର୍ବାଧିକ ୯୯.୯୯% ପ୍ରତିଶତ ନମ୍ବର ରଖି ଓଡ଼ିଶା ଟପ୍ପର ହୋଇଛନ୍ତି । ତେବେ ଆସନ୍ତ କିଛିଦିନ ପରେ ଜେଇଇ ପେପର ଟୁ ଏ ଓ ଟୁ ବି ର ଫଳାଫଳ ପ୍ରକାଶ କରାଯିବ ବୋଲି ଏନଟିଏ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!