Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଏଲର୍ସ ସଟର ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଅଳଙ୍କାର ଲୁଟ୍

by ସଞ୍ଜୟ ସ୍ୱାଇଁ
July 7, 2021
in Crime, State
ଜୁଏଲର୍ସ ସଟର ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଅଳଙ୍କାର ଲୁଟ୍
279
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ । ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଆଦର୍ଶ ଥାନା ଅଞ୍ଚଳରେ ଘଟିଛି ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ପତିତପାବନ ଛକରେ ଥିବା ପଟ୍ଟନାୟକ ଜୁଏଲର୍ସ ନାମକ ସୁନା ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦୋକାନ ସଟର ଭାଙ୍ଗି ଲୁଟ୍ କରିଛନ୍ତି । ଏ ନେଇ ଖୋର୍ଦ୍ଧା ଆଦର୍ଶ ଥାନାରେ ଜୁଏଲର୍ସର ମାଲିକ ଏତଲା ଦେଇଛନ୍ତି । ଏତଲା ଆଧାରରେ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି । ତେବେ କେଉଁମାନେ ଏହି ଲୁଟ୍ ଘଟଣାରେ ସଂପୃକ୍ତ ଅଛନ୍ତି ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!