Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ

by ସଞ୍ଜୟ ସ୍ୱାଇଁ
May 14, 2020
in Breaking, Health
ଜିଲ୍ଲାପାଳଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ
19
VIEWS
Share on FacebookShare on Twitter

ନୟାଗଡ (ବଘୁଆବାର୍ତା): ରାଜ୍ୟ ସରକାର ସରପଂଚ ମାନଙ୍କୁ ଜିଲ୍ଲାପାଳ ଙ୍କ କ୍ଷମତା ଦେଇଛନ୍ତି । ଏଣିକି ସରପଂଚ (ଜିଲ୍ଲାପାଳ) ମଂଧ୍ୟ କରୋନା ଯୋଧା । ଏନେଇ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏନେଇ ଆଜି ସଂନ୍ଧ୍ୟାରେ ଟୁଇଟ୍ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ତୃଣମୂଳ ସ୍ତରରେ କରୋନା ମୁକାବିଲା ପାଇଁ ସରପଂଚ ମାନେ ଟିଏମସି, ସଙ୍ଗରୋଧ କେନ୍ଦ୍ର ଓ ଅନ୍ୟ କୋଭିଡ ସୁବିଧାଗୁଡିକର ସୁପରିଚାଳନାରେ ଉତ୍ସର୍ଗୀକୃତ ଭାବେ ମହତ୍ୱପୂର୍ଣ କାର୍ଯ୍ୟ କରୁଛନ୍ତି । ସେମାନେ ଆମ ଆଗ ଧାଡିର ଯୋଧା । ସେମାନଙ୍କ ପରିବାରର ହିତ ପାଇଁ ପୂର୍ବ ଘୋଷିତ ୫୦ ଲକ୍ଷ ସହାୟତା ରାଶିର ସେମାନଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି । ସେହିପରି ବେସରକାରୀ ତଥା ସରକାରୀ କ୍ଷେତ୍ରର ଯେକୌଣସି ବ୍ୟକ୍ତି ଟିଏମସି, ସଙ୍ଗରୋଧ କେନ୍ଦ୍ର ଓ ସ୍ୱତନ୍ତ୍ର କୋଭିଡ ହସ୍‌ପିଟାଲ ସମେତ କୋଭିଡ ସୁବିଧା ପରିଚାଳନାରେ ନିୟୋଜିତ ଅଛନ୍ତି, ସେମାନେ ମଂଧ୍ୟ ଆମ କରୋନା ଯୋଧା । ସେମାନଙ୍କ ପରିବାରକୁ ମଧ୍ୟ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!