Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାର ବିଭିନ୍ନ ସ୍ଥାନରେ ଧାନମଣ୍ଡି ଉଦ୍ଘାଟିତ

by ସଞ୍ଜୟ ସ୍ୱାଇଁ
December 18, 2019
in Nayagarh, Planning and Development
ଜିଲ୍ଲାର ବିଭିନ୍ନ ସ୍ଥାନରେ ଧାନମଣ୍ଡି ଉଦ୍ଘାଟିତ
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ତଥା ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ମୁତାବକ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ କୋଡ଼ିଏରୁ ଉର୍ଦ୍ଧ ଧାନ ମଣ୍ଡି ଉଦ୍ଘାଟିତି ହୋଇଯାଇଛି । ଜିଲ୍ଲା ଯୋଗାଣ ବିଭାଗ, ନିୟନ୍ତ୍ରୀତ ବଜାର କମିଟି ଏବଂ ଏଆରସିଏସର ମିଳିତ ଉଦ୍ୟମରେ ଏହି ଧାନମଣ୍ଡି ଉଦ୍ଘାଟନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ନୟାଗଡ଼ ସଦର ମହକୁମା ସମେତ, ଜେମାଦେଇପୁର, ଅଶ୍ୱସ୍ଥପଡ଼ା, ଡିଆଁପଡ଼ା, ମାଛିପଡ଼ା ସେବା ସମବାୟ ସମିତି, ଗୋବିନ୍ଦପୁର, ବାଲୁଗାଁ, କାଳିକାପ୍ରସାଦ ପ୍ରଭୃତି ଅଂଚଳରେ ଧାନମଣ୍ଡି ଆରମ୍ଭ ହୋଇଛି । ସେହିଭଳି ଖଣ୍ଡପଡ଼ା, ସମେତ ବଡ଼ପୁଟ ଅଂଚଳରେ ଧାନମଣ୍ଡି ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଏଆରସିଏସ ଅଧିକାରୀ, ଆରଏମସି ସଂପାଦକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ଯୋଗାଣ ବିଭାଗର ଅଧିକାରୀ, ସଂପୃକ୍ତ ସମବାୟ ସମିତି ସଭାପତି ଓ ସଂପାଦକ ଯୋଗ ଦେଇଥିଲେ । ଆଜିଠାରୁ ଏହି ଧାନମଣ୍ଡି ମାନଙ୍କରେ ଧାନକ୍ରୟ ଆରମ୍ଭ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!