Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ : ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
November 16, 2019
in Nayagarh, State
19
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବିଧାନ ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ୍ ରାଉତ, ରାଜସ୍ୱ ଅଧିକାରିଣୀ ସୁଭଶ୍ରୀ ରଥ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ସଭାପତିତ୍ୱ କରିଥିଲେ । ଏଥିରେ ଜିଲ୍ଲାର ପ୍ରିଣ୍ଟ ମିଡିଆ ଓ ଇଲେକ୍ଟୋନିକ୍ସ ମିଡିଆର ସମସ୍ତ ଜିଲ୍ଲାପ୍ରତିନିଧିଙ୍କ ସମେତ ବ୍ଲକ୍ ପ୍ରତିନିଧିମାନେ ଯୋଗଦେଇ ଜାତୀୟ ପ୍ରେସ୍ ଦିବସର ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହି ଦିବସ ପାଳନ ସମ୍ପର୍କରେ ଅତିଥି ତଥା ସାମ୍ବାଦିକମାନେ ଭାଗନେଇ ମତାମତ ରଖିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!