Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାସ୍ତରୀୟ ଭଲିବଲ୍ ଖେଳାଳୀ ଚୟନ ଆରମ୍ଭ

by ସଞ୍ଜୟ ସ୍ୱାଇଁ
November 17, 2019
in Nayagarh, Sports, State
12
VIEWS
Share on FacebookShare on Twitter

ଗୁରୁବାର ଫାଇନାଲ୍

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଆଥ୍ଲେଟିକ୍ ଆସୋସିଏସନ୍ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଭଲିବଲ୍ ଖେଳାଳୀ ଚୟନ ଆଜିଠାରୁ ଆରମ୍ଭ ହୋଇଛି । ସ୍ଥାନୀୟ କେ.ସି କ୍ଲବ ପରିସରରେ ଏହି ଚୟନ ପ୍ରକିୟା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ୩୦ରୁ ଉଦ୍ଧ ଖେଳାଳୀ ଯୋଗ ଦେଇଥିଲେ । ଏଥିମଧ୍ୟରୁ ପନ୍ଦର ଜଣ ଖେଳାଳୀ ବାଦ୍ପଡ଼ିଥିବା ବେଳେ ଅବଶିଷ୍ଠାଂସ ୧୫ ଜଣଙ୍କ ମଧ୍ୟରୁ ଫାଇନାଲ୍ ଖେଳାଳୀ ଚୟନ ଗୁରବାର କରାଯିବ ବୋଲି ଅନୁଷ୍ଠାନର ସଂପାଦକ ଆଶିଷ କୁମାର ଦାଶ ପ୍ରକାଶ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!