Saturday, November 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା କର୍ମଚାରୀ ସାଂସ୍କୃତିକ ସଂଘର ବାର୍ଷିକ ଉତ୍ସବ

by ସଞ୍ଜୟ ସ୍ୱାଇଁ
November 28, 2019
in Nayagarh, State

Notice: Trying to access array offset on value of type bool in /home/thecvdsw/baghuabarta.com/wp-content/themes/jnews/class/Single/SinglePost.php on line 1000
14
VIEWS
Share on FacebookShare on Twitter

ନାଟକ ‘ଉଆଁସୀ ଜହ୍ନ’ମଂଚସ୍ଥ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା କର୍ମଚାରୀ ସଂଘ ବାର୍ଷିକ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ଯୋଗ ଦେଇଥିଲେ । ନୟାଗଡ଼ର ନ୍ୟାଟ ସଂସ୍କୃତିକୁ ନେଇ ଅତିଥିମାନେ ସେମାନଙ୍କର ବକ୍ତବ୍ୟ ରଖିଥିଲେ । ଏଭଳି ପରମ୍ପରାକୁ ବଜାୟ ରଖିଥିବାରୁ ଅନୁଷ୍ଠାନକୁ ସାଧୁବାଦ ଜଣାଇଥିଲେ । ଏହି ଅବସରରେ ନାଟ୍ୟକାର କୈଳାଶ ଚନ୍ଦ୍ର ଓଝାଙ୍କ ରଚିତ ଉଆଁସୀ ଜହ୍ନ ମଂଚସ୍ଥ ହୋଇଯାଇଛି । ବରିଷ୍ଠ ନିର୍ଦ୍ଦେଶକ ଭଗବତୀ ଚରଣ ପଟ୍ଟନାୟକ ଏହାକୁ ନ୍ୟାଟରୂପ ପ୍ରଦାନ କରିଛନ୍ତି । ଦୁର୍ନିତୀ, ଅତ୍ୟାଚାର ଓ ମିଥ୍ୟାକୁ ପାଥେୟ କରି ମଣିଷ କେବେ ବି ସତ୍ୟକୁ ଜୟ କରିପାରେନା ହେଉଛି ଏହି ନାଟକର ମୂଳ ମନ୍ତ୍ର ଥିଲା । ଏହି ନାଟକର ସହ ନିର୍ଦ୍ଦେଶନା ପ୍ରଶାନ୍ତ କୁମାର ସାମନ୍ତରାୟ, ସଂଗୀତ ଗୋପବନ୍ଧୁ ବେହେରା ଓ ସଂଗୀତ ପରିଚାଳନା ଅନୀତା ରାମ୍ କରିଥିଲେ । ଶହ ଶହ ଦର୍ଶକ ଉଆଁସୀ ଜହ୍ନକୁ ବେଶ ଉପଭୋଗ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!