Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୋଲିରେ ଦୁର୍ଘଟଣା, ଦୁଇ ଯୁବକ ମୃତ

by ସଞ୍ଜୟ ସ୍ୱାଇଁ
March 15, 2025
in Accident, State
ହୋଲିରେ ଦୁର୍ଘଟଣା,  ଦୁଇ ଯୁବକ ମୃତ
48
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ହୋଲିରେ ଅଘଟଣ । ନରସିଂହପୁର-କମଳାଡ଼ିହ ମୁଖ୍ୟ ରାସ୍ତାର ସୀତାରାମପୁର ଛକ ନିକଟରେ ବାଇକ୍ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦୁଇ ଯୁବକ । ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ହୋଇଛି । ଜଣେ ଆହତ ଚିକିତ୍ସିତ ହୋଇ ନିଜ ଘରକୁ ଫେରିଛନ୍ତି । ମୃତ ଯୁବକ ହେଲେ କଟକ ନରସିଂହପୁର ବ୍ଲକ ଜଗନ୍ନାଥ ପ୍ରସାଦ ନୂଆଗଡ ଗ୍ରାମର ଅଭିମନ୍ୟୁ ଅମାନ୍ତ ଏବଂ କୃଷ୍ଣପ୍ରସାଦ ଗ୍ରାମର ଆଶିଷ ବେହେରା । ସୂଚନାଯୋଗ୍ୟ ଯେ, ଏକ ବାଇକ୍‌ରେ ଯୋଡ଼ୁମ୍ ଥାନା ଯୋଗେ ଅନ୍ତର୍ଗତ ସରଧାପୁର ଆଡୁ ନରସିଂହପୁର ଆଡକୁ ଆସୁଥିବା ସମୟରେ ସୀତାରାମପୁର ନିକଟରେ ବାଇକ୍ ଦୁର୍ଘଟଣା ଘଟି ଦୁଇଜଣ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନରସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ଯୋଡୁମ୍ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ସେପଟେ ବଡ଼ମ୍ବା ନରସିଂହପୁର ବିଧାୟକ ବିଜୟ କୁମାର ଦଳ ବେହେରା ନରସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତକଙ୍କ ପରିବାରଙ୍କୁ ଭେଟିବା ସହ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!