Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହିନ୍ଦୁ ଜାଗରଣ ମଞ୍ଚ ତରଫରୁ ଆର୍ନ୍ତଜାତୀୟ ଯୋଗ ଦିବସ

by ସଞ୍ଜୟ ସ୍ୱାଇଁ
June 21, 2021
in State
ହିନ୍ଦୁ ଜାଗରଣ ମଞ୍ଚ ତରଫରୁ ଆର୍ନ୍ତଜାତୀୟ ଯୋଗ ଦିବସ

????????????????????????????????????

67
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ଆର୍ନ୍ତଜାତୀୟ ଯୋଗ ଦିବସ ଅବସରରେ ହିନ୍ଦୁ ଜାଗରଣ ମଞ୍ଚ ତରଫରୁ ବରମୁଣ୍ଡାଠାରେ ଯୋଗ ଶିବିର ଆୟୋଜନ କରାଯାଇଥିଲା । ୨୦୧୪ ମସିହାରେ ମିଳିତ ଜାତିସଂଘ ସାଧାରଣ ଅଧିବେଶନରେ ଜୁନ୍ ୨୧କୁ ଆର୍ନ୍ତଜାତୀୟ ଯୋଗ ଦିବସ ରୂପେ ପାଳନ ପାଇଁ ପ୍ରସ୍ତାବ ପାରିତ ହୋଇଥିଲା । ତେଣୁ ଏବର୍ଷ ମଧ୍ୟ ସପ୍ତମ ବର୍ଷ ଆର୍ନ୍ତଜାତୀୟ ଯୋଗ ଦିବସ ରୂପେ ପାଳନ କରାଯାଇଛି । କୋଭିଡ଼ ନିୟମ ପାଳନ କରି ୨୫ ଜଣ ଯୁବକ ଯୋଗ ଅଭ୍ୟାସ କରିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ହିନ୍ଦୁ ଜାଗରଣ ମଞ୍ଚର ପ୍ରଦେଶ ସଂଗଠନ ସମ୍ପାଦକ ଶ୍ରୀ ତନ୍ମୟ ଦାସ କହିଛନ୍ତି ବୈଦିକ ଯୁଗରୁ ଉପନିଷଦରେ ବର୍ଣ୍ଣନା କରାଯାଇଥିବା ଯୋଗ ବର୍ତ୍ତମାନ ସାରା ବିଶ୍ୱରେ ଅଦୃତ ହୋଇଛି । ବର୍ତ୍ତମାନ କରୋନା ସମୟରେ ଶ୍ୱାସକ୍ରିୟା ଏବଂ ମାନସିକ ଶାନ୍ତିର ଆବଶ୍ୟକତା ଯୋଗର ପ୍ରାସଙ୍ଗିକତା ବଢ଼ାଇଛି, ତେଣୁ ଆମେ ସମସ୍ତେ ପ୍ରତିଦିନ ଯୋଗ ଅଭ୍ୟାସ କରିବାର ଆବଶ୍ୟକତା ଅଛି । ଏହି କାର୍ଯ୍ୟକ୍ରମରେ ସାମାଜିକ କାର୍ଯ୍ୟକର୍ତ୍ତା ଶ୍ରୀ ଅଜୟ କୁମାର ରାଉତ, ସତ୍ୟନନ୍ଦ ପାଣିଗ୍ରାହୀ, ଚଣ୍ଡି ପ୍ରସାଦ ବେହେରା, ରାକେଶ ଧୁପର, ଶଶିକାନ୍ତ ମଲ୍ଲିକ, ସ୍ୱଂୟଜିତ ପଟ୍ଟନାୟକ, ଜ୍ୟୋତିରଂଜନ ନାୟକ, ସୁବ୍ରତ ବିଶ୍ୱାଳଙ୍କ ସହିତ ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!