Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ଉଚ୍ଚ ବିଦ୍ୟାଳୟ ସିନ୍ଦୁରିଆରେ ବିଶ୍ଵ ଯୋଗ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
June 21, 2025
in Nayagarh
ସରକାରୀ ଉଚ୍ଚ ବିଦ୍ୟାଳୟ ସିନ୍ଦୁରିଆରେ ବିଶ୍ଵ ଯୋଗ ଦିବସ ପାଳିତ
114
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ସଂଯୋଜନାରେ “ବିଶ୍ଵ ଯୋଗ ଦିବସ” ପାଳିତ ହୋଇଯାଇଛି l ସର୍ବ ପ୍ରଥମେ ଯୋଗର ଆବଶ୍ୟକତା ସହିତ ସୁସ୍ଥ ରହିବା ପାଇଁ ନିୟମିତ ଯୋଗ ଓ ବ୍ୟାୟାମ କରିବା ଉପରେ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁ ଛାତ୍ରଛାତ୍ରୀଙ୍କୁ ବୁଝାଇବା ପରେ ସାମୁହିକ ଯୋଗ କରାଯାଇଥିଲା l ବିଶିଷ୍ଟ ଯୋଗ ବିଶାରଦା ତଥା କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ଵପ୍ନାରାଣୀ ନନ୍ଦ ସଭିଙ୍କୁ ଯୋଗ କରାଇଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ନିଶାମଣି ମିଶ୍ର ତାଙ୍କୁ ସହାୟତା କରିଥିଲେ l ଏହି ଯୋଗ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ସଲିମ୍ ଇବ୍ରାହିମ୍, ତାଜୁଦ୍ଦିନ୍ ଖାଁ, ଜିତେନ୍ଦ୍ର କୁମାର ଗୁରୁ ସମେତ ସହକାରୀ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା ନାୟକ, ରଶ୍ମୀ ରଞ୍ଜିତା ବେହେରା, ତ୍ରିପୁରା ସେଠୀ, ସବିତା ପଟ୍ଟନାୟକ, ପ୍ରବାସିନୀ ମିଶ୍ର ଓ ଜ୍ୟୋତିର୍ମୟୀ ରାଉତ ପ୍ରମୁଖ ଯୋଗ କରିଥିଲେ l ଯୋଗ କାର୍ଯ୍ୟକ୍ରମ ଶେଷରେ ସହକାରୀ ଶିକ୍ଷକ ଅବଦୁଲ୍ ୱାହିଦ, ମଗନମ୍ ଜହଁl ଓ ମଧୁସ୍ମିତା ସାହୁ ପ୍ରମୁଖ ଗ୍ଲୁକୋଜ ବଣ୍ଟନ କରିଥିଲେ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!