Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟାଙ୍ଗି ପୋଲିସର ଚଢାଉ, ୮ ଜୁଆଡି ଗିରଫ

by ସଞ୍ଜୟ ସ୍ୱାଇଁ
June 22, 2021
in Crime, State
ଟାଙ୍ଗି ପୋଲିସର ଚଢାଉ, ୮ ଜୁଆଡି ଗିରଫ
100
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଜୁଆ ଆଡ୍ଡା ଉପରେ ଟାଙ୍ଗୀ ପୋଲିସର ଚଢ଼ାଉ । ଜୁଆ ଖେଳ ସରଞ୍ଜାମ ସହିତ ୪ଟି ବାଇକ୍ ଏବଂ ୮ ଜୁଆଡି ଗିରଫ ହୋଇଛନ୍ତି । ଏଥିସହ ନଗଦ ୭୨ ହଜାର ୨୪୦ ଟଙ୍କା ଜବତ କରିଛି ଟାଙ୍ଗୀ ପୋଲିସ । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଜୁଆଡିଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ି ଚାଲିଥିଲା । ଖବର ପାଇ ଟାଙ୍ଗୀ ଥାନା ନିରୀକ୍ଷକ ଦୁଇଟି ଟିମ୍ ଗଠନ କରି ଦୁଇଟି ସ୍ଥାନରେ (ମଙ୍ଗଳାଯୋଡି ଏବଂ ବେଣୀ ପଥର) ଜୁଆ ଆଡ୍ଡା ଉପରେ ଅତର୍କିତ ଚଢାଉ କରି ୮ ଜୁଆଡିଙ୍କୁ ଗିରଫ କରିଛି । ଟାଙ୍ଗୀ ଥାନାରେ ପ୍ରେସ୍ ମିଟ୍ ଜରିଆରେ ବାଲୁଗାଁ ଏସ.ଡି.ପି.ଓ ଏ ନେଇ ସୂଚନା ଦେଇଛନ୍ତି । ଗିରଫ ଜୁଆଡିମାନେ ହେଲେ ପ୍ରଦୀପ କୁମାର ଜେନା, ସୁରେନ୍ଦ୍ର ବିଶ୍ବାଳ, ସୁଶାନ୍ତ ମଲ୍ଲିକ, ଚିତ୍ତରଞ୍ଜନ ସାହୁ, ପ୍ରଫୁଲ୍ଲ ରାଉତ, ସଞ୍ଜୟ ସାହୁ, ଅର୍ଜୁନ ନାୟକ, ସଞ୍ଜୟ କୁମାର ସାହୁ ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!