Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡି-ବିଜେପି ମେଣ୍ଟ ନେଇ ଆଲୋଚନା ହୋଇଛି: ଜୁଏଲ୍ ଓରାମ

by ସଞ୍ଜୟ ସ୍ୱାଇଁ
March 6, 2024
in Politics, State
ବିଜେଡି-ବିଜେପି ମେଣ୍ଟ ନେଇ ଆଲୋଚନା ହୋଇଛି: ଜୁଏଲ୍ ଓରାମ
188
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ସାଧାରଣ ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ କରି ଲଢିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି । ଏହାରି ଭିତରେ ବୁଧବାର ଦିଲ୍ଲୀରେ ବିଜେପିର କୋର କମିଟି ବୈଠକ ଆରମ୍ଭ ହୋଇଛି । ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପ୍ରତିକ୍ରିୟା ମଧ୍ୟ ସାମନାକୁ ଆସିଛି । ମେଣ୍ଟ ନେଇ ଆଲୋଚନା ହୋଇଥିବା ଜୁଏଲ ଓରାମ କହିଛନ୍ତି । ଜୁଏଲ କହିଛନ୍ତି, ‘ବୈଠକରେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି । ସମସ୍ତ ୨୧ ଲୋକସଭା ଏବଂ ସବୁ ବିଧାନସଭା କ୍ଷେତ୍ର ପାଇଁ ଆଲୋଚନା ହୋଇଛି । ମେଣ୍ଟ ନେଇ ମଧ୍ୟ ଆଲୋଚନା ହୋଇଛି । ଚୂଡାନ୍ତ ନିଷ୍ପତ୍ତି କେନ୍ଦ୍ରୀୟ ନେତୃତ୍ୱ ନେବେ ।‘ ଉଲ୍ଲେଖଯୋଗ୍ୟ ଯେ ଆଜି ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୃହ ମନ୍ତ୍ରୀ ଅମିତ୍ ଶାହ ଉପସ୍ଥିତ ଅଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସହିତ ରାଜ୍ୟର ବରିଷ୍ଠ ବିଜେପି ନେତା ମଧ୍ୟ ଉପସ୍ଥିତ ଅଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!