Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜ୍ଵାଇଁ ମାଡ଼ରେ ଶ୍ଵଶୁର ମୁଣ୍ଡ ଫାଟିଲା

by ସଞ୍ଜୟ ସ୍ୱାଇଁ
May 13, 2025
in Crime, State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
48
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଜ୍ଵାଇଁ ଆକ୍ରମଣରେ ଶ୍ଵଶୁର ଗୁରୁତର। ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ତଳଗଡ଼ ଗ୍ରାମରେ ଏହି ଘଟଣା ଘଟିଛି। ଆକ୍ରମଣର ଶିକାର ହୋଇଥିବା ବୃଦ୍ଧ ଧିର ନାଏକ(୬୫ ବର୍ଷ) ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଅଭିଯୋଗ ମୁତାବକ, ଧିର ନାଏକ ସୋମବାର ଅପରାହ୍ନରେ ତଳଗଡ଼ ସ୍ଥିତ ଝିଅ ଘରକୁ ଯାଇଥିଲେ। ସେଠାରେ କୌଣସି କାରଣକୁ ନେଇ ଧିର ଓ ତାଙ୍କ ଜ୍ୱାଇଁ ମନୋଜ ନାଏକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ମନୋଜ ଉତ୍କ୍ଷିପ୍ତ ହୋଇ ଶ୍ଵଶୁରଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଧିର ନାଏକଙ୍କ ମୁଣ୍ଡ ଫାଟିବା ସହିତ ଶକ୍ତ ଆଘାତ ଲାଗିଥିଲା । ସେ ମେଡିକାଲ୍ରେ ଚିକିତ୍ସିତ ହେବା ପରେ ପୁଲିସ୍ର ଦ୍ଵାରସ୍ଥ ହୋଇଛନ୍ତି। ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!