Thursday, July 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
April 20, 2026
in Nayagarh
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ
73
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ‘ଗୀତଗୋବିନ୍ଦ’ର ରଚୟିତା କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ସୁମିତ୍ରା ଭୂୟାଁ ଉତ୍ସବରେ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଉପସ୍ଥିତ ଅତିଥିମାନେ ମହାକବି ଜୟଦେବଙ୍କ ଜୀବନୀ, ଦର୍ଶନ ଓ ଆଦର୍ଶ ଉପରେ ବ୍ୟାପକ ଆଲୋକପାତ କରିଥିଲେ। ସେହିପରି, ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଯୋଗଦେଇ କବିଙ୍କ ଅମର କୃତି ‘ଗୀତଗୋବିନ୍ଦ’ର ଆଧ୍ୟାତ୍ମିକ ମହତ୍ତ୍ୱ ଓ ସାହିତ୍ୟିକ ଦିଗ ଉପରେ ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ। ଶେଷରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ନୟାଗଡ଼ ଧନ୍ୟବାଦ ଅର୍ପଣ ‌କରିବା ପରେ ସଭା ସାଙ୍ଗ କରାଯାଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!