Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟପୁରର ମହିଳାଙ୍କ ଆର୍ଥିକ ଶକ୍ତି ହେବାକୁ ଯାଉଛି ମିଶନ ଶକ୍ତି କାଫେ

by ସଞ୍ଜୟ ସ୍ୱାଇଁ
October 28, 2021
in Planning and Development, State
ଜୟପୁରର ମହିଳାଙ୍କ ଆର୍ଥିକ ଶକ୍ତି ହେବାକୁ ଯାଉଛି  ମିଶନ ଶକ୍ତି କାଫେ
62
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ମିଶନ ଶକ୍ତି ଏବେ ଜୟପୁରର ମହିଳାଙ୍କ ଆର୍ଥିକ ଶକ୍ତି ହେବାକୁ ଯାଉଛି। ମିଶନ ଶକ୍ତି କାଫେ ଏକ ଅଭିବନ ଉଦ୍ୟମ ଯାହାକି ମହିଳାଙ୍କ ପାଇଁ ରୋଜଗାରର ବାଟ ଖୋଲିଛି। ଜୟପୁର ଟାଉନ ହଲ ନିକଟରେ ଥିବା ବିଜୁ ଚିତ୍ତବିନୋଦନ କେନ୍ଦ୍ର ପରିସରରେ ଉଦଘାଟିତ ହୋଇଯାଇଛି ମିଶନ ଶକ୍ତି କାଫେ। ମୁଖ୍ୟଅତିଥିଭାବେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଯୋଗଦେଇ ମିଶନ ଶକ୍ତି କାଫେକୁ ଉଦଘାଟନ କରିଥିଲେ। ଜିଲ୍ଲାପାଳ ଅବଦୁଲ ମହମ୍ମଦ ଆକ୍ତର, ପିଡ଼ି ଡ଼ିଆରଡ଼ିଓ ହେମକାନ୍ତ ସାୟ ପ୍ରମୁଖ ଉପସ୍ଥିତ ଥିଲେ। ପରେ ସମସ୍ତେ ଖାଦ୍ୟର ମଜା ଉଠାଇଥିଲେ। ପାର୍କରେ ଆଦିବାସୀ କୁଡ଼ିଆ, ଫେଭରବୁକ ପାଥୌ, ଆଇ ଲଭ ୟୁ ଜୟପୁର ଲେଖାଥିବା ଦୃଶ୍ୟକୁ ସମସ୍ତେ ବୁଲି ଦେଖିଥିଲେ। ଆଗାମୀ ଦିନରେ ମିଶନ ଶକ୍ତି କାଫେରେ କୋରାପୁଟ କଫି ବିକ୍ରି କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!