Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

by ସଞ୍ଜୟ ସ୍ୱାଇଁ
April 4, 2021
in Feature News
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି
284
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ୩୦ରୁ ୪୦କିମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ ସମେତ ନୟାଗଡ଼, ଖୋର୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୪ ତାରିଖରୁ ୫ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଗଜପତି, ବଲାଙ୍ଗୀର, ନୂଆପଡ଼ା, ଝା୍ରସୁଗୁଡ଼ା, ବୌଦ୍ଧ ଆଦି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!