Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୪୮ ଘଣ୍ଟା ଭିତରେ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
February 17, 2021
in Feature News
ଆସନ୍ତା ୪୮ ଘଣ୍ଟା ଭିତରେ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା
151
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଉତ୍ତର ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ ଓ କନ୍ଧମାଳ ଆଦି ସ୍ଥାନାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଆଦି ସ୍ଥାନରେ କୁହୁଡ଼ି ବି ହୋଇପାରେ। ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ବି ସମ୍ଭାବନା ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!