Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲବଲ କରିବ ତାତି

by ସଞ୍ଜୟ ସ୍ୱାଇଁ
May 12, 2025
in State
କଲବଲ କରିବ ତାତି
52
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନନ୍ଦିଘୋଷ ବ୍ୟୁରୋ: ୧୯ ଯାଏଁ କଲବଲ କରିବ ତାତି । ଆଜିଠାରୁ ଅତ୍ୟଧିକ ଖରା ଗରମ ଗୁଳୁଗୁଳିରେ ହନ୍ତସନ୍ତ ହେବେ ଲୋକେ । ରାଜ୍ୟରୁ କାଳବୈଶାଖୀର ପ୍ରଭାବ ହଟିବା ପରେ ଉପରମୁହାଁ ହୋଇଛି ପାରଦ। ଫଳରେ ଆଜିଠାରୁ ଉପକୁଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର କ୍ଷ ୧୯ ତାରିଖ ପରେ ବଦଳିବ ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୨ ଡିଗ୍ରୀ ପର‌୍ୟ୍ୟନ୍ତ ଛୁଇଁବା ସମ୍ଭାବନା ରହିଛି କ୍ଷ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ,କଳାହାଣ୍ଡି ଓ ଅନୁଗୁଳ ଜିଲା ମାନଙ୍କରେ ୪୨ ଡିଗ୍ରୀ ଉପରକୁ ଯାଇପାରେ ତାପମାତ୍ରା କ୍ଷ ସେପଟେ ଉପକୂଳରେ ମଧ୍ୟ ୪୦ ଡିଗ୍ରୀ ଅତିକ୍ରମ କରିପାରେ ପାରଦ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!