Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୪ ଯାଏଁ କଲବଲ କରିବ ଖରା

by ସଞ୍ଜୟ ସ୍ୱାଇଁ
May 10, 2025
in State
୧୪ ଯାଏଁ କଲବଲ କରିବ ଖରା
60
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୫ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରୀ ବହିବ। ଗୁଳୁଗୁଳି ବି ଅଣନିଃଶ୍ୱାସୀ କରିବ । ୧୪ ତାରିଖ ଯାଏ ପ୍ରଚଣ୍ଡ ତାତିରୁ ନିସ୍ତାର ମିଳିବନି। ଶନିବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ଓ ଗୁଳୁଗୁଳି ରହିବ। ୧୧, ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରି ବହିପାରେ। ୧୪ ତାରିଖ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମଲହରି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ। ୧୧ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର ଓ ବୌଦ୍ଧରେ ଗ୍ରୀଷ୍ମଲହରୀ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି। ୧୨ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୧୩ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମଲହରୀ କଲବଲ କରିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଅସମ୍ଭାଳ ଗରମ ଓ ଗୁଳୁଗୁଳି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

May 23, 2025
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

May 23, 2025
ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

ଆଜି ବସିବ କଂଗ୍ରେସର ଜରୁରୀ ବୈଠକ

May 23, 2025
ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!