Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷିଙ୍କ ଆକାଉଣ୍ଟକୁ ଯିବ ‘କାଳିଆ’ ସହାୟତା

by ସଞ୍ଜୟ ସ୍ୱାଇଁ
May 14, 2021
in Breaking, State
ଏମଏସଏମଇ ବାଣିଜ୍ୟ ମେଳା-୨୦୨୧ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
268
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା କାଲି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନରେ ଚାଷି ତା’ର ବର୍ଷକର ଖାଦ୍ୟ ସଂଗ୍ରହ କରିବା ପାଇଁ ଅଖୀ ମୁଠି ଅନୁକୁଳ କରିଥାଏ । ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନାରେ ସଂପୃକ୍ତ ଥିବା ଚାଷିମାନଙ୍କ ଖାତାକୁ କାଳିଆ ସହାୟତାର ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି । ଅକ୍ଷୟ ତୃତୀୟା ଅବସରରେ ରାଜ୍ୟର ଚାଷିମାନଙ୍କୁ ମିଳିବ ‘କାଳିଆ’ ସହାୟତାର ଅର୍ଥ । ଏକ ସ୍ୱତନ୍ତ୍ର ଭର୍ଚୁଆଲ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି ରାଜ୍ୟର ସମସ୍ତ କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ଚାଷିମାନଙ୍କୁ କାଳିଆ ଯୋଜନା ଅର୍ଥ ଆଜି ଅପରାହ୍ନ ୫ଟାରେ ସମୟରେ ପଠାଇବେ । ପୂର୍ବରୁ କାଳିଆ ଯୋଜନାରେ ଲକ୍ଷାଧିକ ଚାଷି ସଫଳତା ପାଇଥିବା ଜଣାପଡିଛି । ରାଜ୍ୟ ସରକାରଙ୍କ କୃଷି ଓ କୃଷକ ଶସକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହ, ବିଭାଗୀୟ ସଚିବ ପ୍ରମୁଖ ଉପସ୍ଥିତ ରହିବେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!