Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଳିଦାସ ସାହିତ୍ୟରେ ସମାଜ ଚେତନା ଆଲୋଚନା ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
May 15, 2022
in Nayagarh, State
କାଳିଦାସ ସାହିତ୍ୟରେ ସମାଜ ଚେତନା ଆଲୋଚନା ଅନୁଷ୍ଠିତ
155
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୂଆଗାଁ ବ୍ଲକ ଅନ୍ତର୍ଗତ ଗତିଶ୍ୱର ସ୍ନାତକ ମହାବିଦ୍ୟାଳୟରେ ସଂସ୍କୃତ ବିଭାଗ ଆନୁକୁଲ୍ୟରେ ଏକ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ‘କାଳିଦାସ ସାହିତ୍ୟରେ ସମାଜ ଚେତନା’ ଶୀର୍ଷକ ଏହି ଆଲୋଚନା ଚକ୍ରରେ ଜାତୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ର ସାହିତ୍ୟ ବିଭାଗର ପ୍ରଫେସର ଭାରତ ଭୂଷଣ ରଥ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାଳିଦାସଙ୍କ ସାହିତ୍ୟ କୁ ବିଜ୍ଞାନ ସହିତ ତୁଳନା କରିଥିଲେ । ପ୍ରଧାନି ବୃନ୍ଦାବନ ମହାପାତ୍ର ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଶାନ୍ତ କୁମାର କର ସଭା ପରିଚାଳନା କରିଥିବା ବେଳେ ସଂସ୍କୃତ ବିଭାଗ ମୁଖ୍ୟ ସୁଶାନ୍ତ କୁମାର ମାଝୀ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ । ନୟାଗଡ଼ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟ ମାନଙ୍କରୁ ଉପସ୍ଥିତ ଥିବା ଅଧ୍ୟାପକ ଅଧ୍ୟାପିକା ମାନେ ସ୍ୱ ରଚିତ ପ୍ରବନ୍ଧ ପାଠ କରିଥିଲେ । ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଅଧ୍ୟାପକ ଅଧ୍ୟାପିକା ଏଥିରେ ସହେଯୋଗ କରିଥିଲେ । ଶେଷରେ ଶିକ୍ଷା ବିଭାଗର ମୁଖ୍ୟା ଅରୁଣିମା ମିଶ୍ର ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!