Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାମିଲନାଡୁ: ନିର୍ବାଚନ ପ୍ରଚାର ବେଳେ କମଲ ହାସନଙ୍କ ଗାଡ଼ି ଉପରେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
March 15, 2021
in NATIONAL NEWS
ତାମିଲନାଡୁ: ନିର୍ବାଚନ ପ୍ରଚାର ବେଳେ କମଲ ହାସନଙ୍କ ଗାଡ଼ି ଉପରେ ଆକ୍ରମଣ
139
VIEWS
Share on FacebookShare on Twitter

କାଞ୍ଚିପୁରମ୍,(ବାଘୁଆବାର୍ତ୍ତା) ‌: ଅଭିନେତାରୁ ରାଜନେତା ପାଲଟିଥିବା ତଥା ମକ୍କାଲ ନିହି ମାୟାମ (ଏମ୍‌ଏନଏମ) ଦଳର ମୁଖ୍ୟ ରହିଥିବା କମଲ ହାସନଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଛି। ଆସନ୍ତା ଅପ୍ରେଲ ୬ ତାରିଖରେ ହେବାକୁ ଥିବା ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ସାରି ଅଭିନେତା- ରାଜନେତା କମଲ ହାସନ ଏଠାରେ ଥିବା ଏକ ହୋଟେଲକୁ ଫେରୁଥିବା ବେଳେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ତାଙ୍କ ଗାଡ଼ି ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ହାସନ ଯଦିଓ ଆହତ ହୋଇନାହାନ୍ତି ତଥାପି ତାଙ୍କ ଗାଡିର ୱିଣ୍ଡସ୍କ୍ରିନ ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!