Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜ୍ଞାନ ପରିଚୟ ସୃଷ୍ଟି କରାଇବ : ଅରୁଣ

by ସଞ୍ଜୟ ସ୍ୱାଇଁ
January 12, 2020
in Education
ଜ୍ଞାନ ପରିଚୟ ସୃଷ୍ଟି କରାଇବ : ଅରୁଣ
28
VIEWS
Share on FacebookShare on Twitter

 କମଳା ନେହେରୁ ମହାବିଦ୍ୟାଳୟ ବାର୍ଷିକ ଉତ୍ସବ

ଭୂବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ) : ସାରା ବିଶ୍ୱରେ ପରିଚୟ ସୃଷ୍ଟି କରିବାକୁ ହେଲେ ଜ୍ଞାନର ଆବଶ୍ୟକତା ରହିଛି । ଅସ୍ତ୍ର କିମ୍ବା ସସ୍ତ୍ର ନୁହେଁ ଜ୍ଞାନ ଦ୍ୱାରା ସାରା ବିଶ୍ୱକୁ ଜୟ କରିହେବ । ଜ୍ଞାନ ହେଉଛି ଅସରନ୍ତି ଭଣ୍ଡାର, ଛାତ୍ରୀମାନେ ଏହି ସମୟଟିକୁ ନଷ୍ଟ ନକରି ପାଠପ୍ରତି ଧ୍ୟାନ ଦେଲେ ନିଶ୍ଚିତ ଦିନେ ବଡ଼ ହୋଇ ଛିଡ଼ା ହେବେ । କମଳା ନେହେରୁ ମହିଳା ମହାବିଦ୍ୟାଳୟର ୪୦ ତମ ବାର୍ଷିକ ଉତ୍ସବରେ ଯୋଗ ଦେଇ ମୁଖ୍ୟ ଅତିଥି ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ ଏଭଳି ବକ୍ତବ୍ୟ ଦେଇଛନ୍ତି । ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀକାନ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଭୂବନେଶ୍ୱର ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନା, ମୁଖ୍ୟବକ୍ତା ଭାବେ ପୈାରୁଷର ସଂପାଦକ ଅସିତ କୁମାର ମହାନ୍ତି ପ୍ରମୂଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବହୁ ମୁଲ୍ୟବାନ ବକ୍ତବ୍ୟ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!