Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମକେ ସାଂସଦ କାନିମୋଝୀ

by ସଞ୍ଜୟ ସ୍ୱାଇଁ
October 13, 2021
in State
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମକେ ସାଂସଦ କାନିମୋଝୀ
140
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମକେ ସାଂସଦ କାନିମୋଝୀ କରୁଣାନିଧୀ । ଆଜି ନବୀନ ନିବାସରେ ପହଂଚି ନବୀନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି କାନିମୋଝୀ କରୁଣାନିଧି । ସେ ଡିଏମକେ ସଂସଦୀୟ ଦଳର ଉପନେତା ଅଛନ୍ତି । ତାମିଲନାଡୁରେ କ୍ଷମତାରେ ଅଛି ଡିଏମକେ । କାନିମୋଝୀଙ୍କ ଭାଇ ତଥା ଡିଏମକେ ମୁଖ୍ୟ ଏମ.କେ. ଷ୍ଟାଲିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଅଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!