Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଖିଳ ଉତ୍କଳ କଂସାରି ସମାଜର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
May 15, 2022
in Nayagarh, State
ନିଖିଳ ଉତ୍କଳ କଂସାରି ସମାଜର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
281
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ନିଖିଳ ଉତ୍କଳ କଂସାରି ସମାଜ କାର୍ଯ୍ୟକାରିଣୀ ବୈଠକ ଖଣ୍ଡପଡ଼ା ରୋଡ଼ସ୍ଥିତ ରୋଟାରି କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କାର୍ଯ୍ୟକାରି ସଭାପତି ଅଖିଳ କୁମାର ମହାରଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ପୂର୍ବ ଅଧିବେଶନର ବିବରଣି ପଠନ କରିବା ସହ ଗୃହିତ ପ୍ରସ୍ତାବ ଉପରେ କାର୍ଯ୍ୟକ୍ରମ ପାଇଁ ଆଲୋଚନା କରାଯାଇଥିଲା । ରାଜ୍ୟସ୍ତରୀୟ ସଂଗଠନ କିପରି ସୁଦୃଢ଼ ହେବ ଏବଂ ସମାଜର ସୁବିଧା ଅସୁବିଧା ଉପରେ ଆଲୋଚନା କରାଯାଇଥିଲା । ଆଗାମୀ ଦିନରେ କଂସାରି ମାନଙ୍କର ବିଭିନ୍ନ ସମସ୍ୟା ନିମନ୍ତେ ଆଗାମୀ ଦିନରେ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ ବୋଲି ଆଲୋଚନା କରାଯାଇଥିଲା । ଉକ୍ତ ବୈଠକରେ ସାଧାରଣ ସମ୍ପାଦକ ମହେନ୍ଦ୍ର କୁମାର ମହାରଣା, ଉପ ସଭାପତି ପ୍ରଭୁ ନାରାୟଣ ମହାପାତ୍ର, ସହସମ୍ପାଦକ ସୁରେନ୍ଦ୍ର ସାହୁ ଓ ସାଙ୍ଗଠନିକ ସମ୍ପାଦକ ଶ୍ରୀପତି ମହାରଣା ପ୍ରମୁଖ ଉପସ୍ଥିତ ରହିଥିଲେ । ଏତଦ୍ ବ୍ୟତିତ ବିଭିନ୍ନ ଜିଲ୍ଲାରୁ ବିଭିନ୍ନ କର୍ମକର୍ତ୍ତା ଉକ୍ତ ବୈଠକରେ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!