Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଣ୍ଟାବଣିଆ ଗାଁକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା: ନୟାଗଡ଼ ତହସିଲଦାର

by ସଞ୍ଜୟ ସ୍ୱାଇଁ
May 16, 2021
in Breaking, Nayagarh
କଣ୍ଟାବଣିଆ ଗାଁକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା: ନୟାଗଡ଼ ତହସିଲଦାର
905
VIEWS
Share on FacebookShare on Twitter

ନୟାଗଡ଼ ,(ବାଘୁଆବାର୍ତ୍ତା): ମହାମାରୀ କରୋନା ସଂକ୍ରମିତ ସଂଖ୍ୟା ଜିଲ୍ଲାରେ ଦୃତ ଗତିରେ ମାଡ଼ି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନା କରାଯାଉଥିଲେ ମଧ୍ୟ କେତେକ ଅମାନିଆ ଯୋଗୁଁ ସଂଖ୍ୟା ନୟାଗଡ଼ ସଦର ବ୍ଲକ୍ରେ ଆକ୍ରାନ୍ତ ସଂଖ୍ୟା ବଢି ଚାଲିଛି । ନୟାଗଡ଼ ତହସିଲଦାର ଭିକାରୀ ସାହୁ ବାଲୁଗାଁ ପଞ୍ଚାୟତର କଣ୍ଟାବଣିଆ ଗ୍ରାମକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ସୂଚନାନୁସାରେ, ନୟାଗଡ଼ ସଦର ବ୍ଲକ୍ ଅନ୍ତର୍ଗତ ବାଲୁଗାଁ ପଞ୍ଚାୟତ ଅଧିନରେ ଥିବା କଣ୍ଟାବଣିଆ ଗ୍ରାମରେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଜି ଠାରୁ କଣ୍ଟାବଣିଆ ଗାଁକୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏହି ଗ୍ରାମକୁ ବିଶୋଧନ କରାଯିବା ସହିତ ପତ୍ର୍ୟେକ ଘରକୁ ଘର ବୁଲି କୋଭିଡ୍ ପରୀକ୍ଷା କରାଯିବ । କୌଣସି ଜନସାଧାରଣ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯିବ । ଗାଁର କୌଣସି ଜନସାଧାରଣ ଘର ନବାହାରିବା ପରାମର୍ଶ ଦିଆଯାଇଛି । କୌଣସି ସଂପର୍କୀୟ ଲୋକ ଗାଁ ଭିତରକୁ ପ୍ରବେଶ ଉପରେ ପ୍ରଶାସନ ରୋକ୍ ଲାଗଇବା ସହିତ ଗାଁରୁ କୌଣସି ବାହାରକୁ ନଆସିବା ପାଇଁ ପରାମର୍ଶ ଦିଆଯାଇଛି । ଯଦି କୌଣସି ବ୍ୟକ୍ତି ଏଥିରେ ଖିଲାପ କରନ୍ତି, ପୁଲିସ୍ ପକ୍ଷରୁ ସେହି ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!