Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଣ୍ଟିଲୋକୁ ରେଳ ସଂଯୋଗ ପାଇଁ ଦାବି

by ସଞ୍ଜୟ ସ୍ୱାଇଁ
June 22, 2025
in Nayagarh
କଣ୍ଟିଲୋକୁ ରେଳ ସଂଯୋଗ ପାଇଁ ଦାବି
283
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ କଣ୍ଟିଲୋସ୍ଥିତ ନୀଳମାଧବ ପୀଠକୁ ରେଳ ସେବା ନେଇ ତାଳଚେର -ଗୋପାଳପୁର ରେଳପଥ ନିର୍ମାଣ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆବାହକ ସମାଜସେବୀ ପ୍ରମୋଦ ପଟ୍ଟନାୟକ ବିନାୟକ ମିଶ୍ର, ରାମେଶ୍ୱର ଶତପଥୀ ଶନିବାର ସନ୍ଧ୍ୟାରେ କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ କଟକ ସ୍ଥିତ ପ୍ରଜାତନ୍ତ୍ର କାର‌୍ୟ୍ୟାଳୟରେ ସାକ୍ଷାତ ସହ ଆଲୋଚନା କରିଥିଲେ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦେଇଥିବା ପ୍ରତିଶୃତିକୁ ତ୍ୱରାନ୍ୱିତ କରିବା ଦିଗରେ ମାନ୍ୟବର ସାଂସଦ ତୁରନ୍ତ ପଦକ୍ଷେପ ନେବେ ବୋଲି କଥା ଦେଇଥିଲେ । ସୂଚନା ଯୋଗ୍ୟ ବଡମ୍ବା-ନରସିଂହପୁର, କଣ୍ଟିଲୋ, ଖଣ୍ଡପଡ଼ା, ନୟାଗଡ଼ ଦେଇ ଏକ ସ୍ୱତନ୍ତ୍ର ଲାଇନ କାଇପଦର ସହ ସଂଯୋଗ କରିବା ପାଇଁ ଡିପିଆର ପ୍ରସ୍ତୁତ ନିମନ୍ତେ ରେଳ ବିଭାଗ ତିନି କୋଟି ଟଙ୍କା ଅନୁଦାନ ଯୋଗାଇ ଦେଇଛନ୍ତି । କ୍ରିୟାନୁଷ୍ଠାନ କମିଟି ସଭ୍ୟଙ୍କୁ ଦିଲ୍ଲୀ ଆସିବା ପାଇଁ ସାଂସଦ ନିମନ୍ତ୍ରଣ ଜଣାଇଛନ୍ତି ବୋଲି ଆବାହପ୍ରମୋଦ ପଟ୍ଟନାୟକଙ୍କଠାରୁ ପ୍ରକାଶ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!