Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କନ୍ୟାସନ୍ତାନ ସୁରକ୍ଷା ନିମନ୍ତେ ମାନବଶୃଙ୍ଖଳ

by ସଞ୍ଜୟ ସ୍ୱାଇଁ
December 23, 2019
in Planning and Development
କନ୍ୟାସନ୍ତାନ ସୁରକ୍ଷା ନିମନ୍ତେ ମାନବଶୃଙ୍ଖଳ
30
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଥିବା ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉପଲକ୍ଷେ ଏକ ମାନବଶୃଙ୍ଖଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି କନ୍ୟାସନ୍ତାନ ସୁରକ୍ଷା । ଏହି ଉପଲକ୍ଷେ ସିନ୍ଦୁରିଆ କେନ୍ଦ୍ରୀୟ କୋଅପରେଟିଭ୍ ବ୍ୟାଙ୍କ ଠାରୁ ନୟାଗଡ଼ ନୂଆ ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ ମାନବଶୃଙ୍ଖଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଦିବା ୧୧ଘଟିକାରୁ ୧୧ଟା ୧୫ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକ୍, ଅଙ୍ଗନୱାଡି କେନ୍ଦ୍ର, ସ୍କୁଲ ଅନୁଷ୍ଠାନମାନଙ୍କରେ ଏହି ସମୟରେ ପାଳନ କରିବା ପାଇଁ ଜିଲ୍ଲାପାଳ ଆଜି ସମସ୍ତଙ୍କୁ ନିବେଦନ କରିଛନ୍ତି । ମୁଖ୍ୟତଃ କନ୍ୟାଭୃଣ ହତ୍ୟା ରୋକନ୍ତୁ, ବାଲ୍ୟ ବିବାହକୁ ନାଁ କୁହନ୍ତୁର ବାର୍ତ୍ତା ଏହି ମାନବଶୃଙ୍ଖଳର ମୁଖ୍ୟ ଉଦ୍ଦେଶ୍ୟ । ୫ଦିନ ଧରି ଅନୁଷ୍ଠିତ ଏହି ମହୋତ୍ସବରେ ଏକ ମାସ୍କଟ ବୁଲିବ । ସମସ୍ତଙ୍କୁ ସଚେତନ କରାଇବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!