Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁତୁରା ଦାଦାର କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲା

by ସଞ୍ଜୟ ସ୍ୱାଇଁ
April 12, 2025
in Crime, State
ପୁତୁରା  ଦାଦାର କଟାମୁଣ୍ଡ ଧରି  ଥାନାରେ ପହଞ୍ଚିଲା
35
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ସଦର ଥାନା ତଳକଇଁସାରି ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। । ଦାଦାର କଟାମୁଣ୍ଡ ଧରି ଥାନାରେ ହାଜର ପୁତୁରା। ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ଘଟିଛି। କଟାମୁଣ୍ଡକୁ ନେଇ ଶୁଆକାଟି ଫାଣ୍ଡିରେ ପୁତୁରା ଆତ୍ମସମର୍ପଣ କରିଛି। ପାରିବାରିକ ବିବାଦ କାରଣରୁ ସମ୍ପର୍କୀୟ କକା ହରି ଦେହୁରୀକୁ ନୃଶଂସ ଭାବେ ହତ୍ୟା କରିଛଇ ପୁତୁରା କବି ଦେହୁରୀ । ଭଭୟ କକା ଓ ପୁତୁରାଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଶତୃତା ଲାଗି ରହିଥିଲା । ଗତକାଲି ରାତିରେ କକା ହରି ଦେହୁରୀ ଦଣ୍ଡ ଯାତ୍ରା ଦେଖିବାକୁ ଯାଇଥିବା ବେଳେ, ପୁତୁରା କବି ଦେହୁରୀ ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ । ଫଳରେ ହରିଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇ ଯାଇଥିଲା । କଟାମୁଣ୍ଡକୁ ଏକ ବ୍ୟାଗ୍ ରେ ପୁରାଇ ହତ୍ୟାକାରୀ ପୁତୁରା କବି ଦେହୁରୀ ଶୁଆକାଟ ଫାଣ୍ଡିରେ ଆତ୍ମସମର୍ପଣ କରିଛି । ଘଟଣାସ୍ଥଳରେ ସଦର ଥାନାଧିକାରୀ, ସଦର SDPO ପହଞ୍ଚି ଅନୁସନ୍ଧାନ ଜାରି ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!