Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନଦୀ ପଠାରୁ ମିଳିଲା ମହିଳାଙ୍କ ଅଧପୋତା ଶବ:ପୁଲିସର ତଦନ୍ତ ଆରମ୍ଭ

by ସଞ୍ଜୟ ସ୍ୱାଇଁ
May 8, 2021
in Crime, State
ନଦୀ ପଠାରୁ ମିଳିଲା ମହିଳାଙ୍କ ଅଧପୋତା ଶବ:ପୁଲିସର ତଦନ୍ତ ଆରମ୍ଭ
85
VIEWS
Share on FacebookShare on Twitter

କେସିଙ୍ଗା, (ବାଘୁଆବାର୍ତ୍ତା): ନଦୀ ପଠାରୁ ମିଳିଲା ମହିଳା ଅଧପୋତା ଶବ । ଆଜି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଅମାଠ ନିକଟସ୍ଥ ତେଲ ନଦୀ ଘାଟରୁ ଏକ ଅଚିହ୍ନା ମହିଳାଙ୍କ ଶବ ଦେଖି ସ୍ଥାନୀୟ ଲୋକ ପୁଲିସ ଖବର ଦେଇଥିଲେ । ଘଟଣାସ୍ଥଳରେ କେସିଙ୍ଗା ପୁଲିସ ପହଞ୍ଚି ମୃତ ଶରୀରକୁ ଉଦ୍ଧାର କରିଥିଲା । ଶବର ପରିଚୟ ଜାଣିବାକୁ ପୁଲିସ ସ୍ଥାନୀୟ ଲୋକମାନଙ୍କୁ ପଚରାଉଚରା କରିଥିବା ବେଳେ ମହିଳାଙ୍କ ପରିଚୟ ମିଳିପାରି ନଥିଲା । ତେବେ ପୁଲିସ ଶବଟିକୁ ବ୍ୟବଚ୍ଛେଦ କରିବା ପାଇଁ କେସିଙ୍ଗା ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିବା ବେଳେ କେସିଙ୍ଗା ପୁଲିସ୍ ଏହାକୁ ଗୁରୁତର ସହିତ ନେଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ପୁଲିସ୍ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!