Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖବର ପ୍ରକାଶ ପରେ ଧରପଗଡ଼

by ସଞ୍ଜୟ ସ୍ୱାଇଁ
December 18, 2019
in Crime
ଖବର ପ୍ରକାଶ ପରେ ଧରପଗଡ଼
43
VIEWS
Share on FacebookShare on Twitter

୭୩ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ନୟାଗଡ଼, (ବାଘୁଆବାର୍ତ୍ତା) : ନିକଟରେ ବାଘୁଆବାର୍ତ୍ଥାରେ ନୟାଗଡ଼ ସହର ସମେତ ଆଖପାଖ ଅଂଚଳରେ ବ୍ରାନସୁଗାର ବ୍ୟବାସାୟ କାୟା ବିସ୍ତାର କଲାଣି ବୋଲି ଖବର ପ୍ରକାଶ ପାଇଥିଲା । ସ୍ଥାନୀୟ ଅବକାରୀ ବିଭାଗ ଓ ପୁଲିସ ବିଭାଗର ନୀରବଦ୍ରଷ୍ଟା ଭୂମିକାକୁ ଏଡ଼ାଇ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଚଢ଼ାଉ କରି ୭୩ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛନ୍ତି । ସୂଚନାନୁସାରେ, ନୟାଗଡ଼ ସଦରଥାନା ଲକ୍ଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଗୋଡ଼ିସାହିର ଜମ୍ବେଶ୍ୱର ମହାପାତ୍ରଙ୍କ ପୁଅ ପ୍ରକାଶ ମହାପାତ୍ରକୁ ଅବକାରୀ ବିଭାଗ ଗିରଫ କରିଛି । ପ୍ରକାଶ ଦୀର୍ଘଦିନ ଧରି ବ୍ରାଉନସୁଗାର ବ୍ୟବସାୟ କରୁଥିବା ନେଇ କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପାଖରେ ଖବର ରହିଥିଲା । ଆଜି ଆଇ.ଆଇ.ସି ଜଗଦିସ୍ ସାମଲଙ୍କ ଏବଂ ଇନ୍ସିପେକ୍ଟର କାଲାରାମ ସୋରେନ୍ଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ତା ଘର ଉପରେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ଝରିଆର ଘରୁ ୭୩ ଗ୍ରାମର ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଏହାର ମୁଲ୍ୟ ସାତ ଲକ୍ଷରୁ ଉର୍ଦ୍ଧ ହେବ ବୋଲି ଜଣାପଡ଼ିଛି । ଅବକାରୀ ପୁଲିସ ଆଜି ପ୍ରକାଶକୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!