Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଣ୍ଡିଆ ମେଣ୍ଟକୁ ଖଡ୍‌ଗେଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ

by ସଞ୍ଜୟ ସ୍ୱାଇଁ
December 3, 2023
in NATIONAL NEWS, Politics
ଇଣ୍ଡିଆ ମେଣ୍ଟକୁ ଖଡ୍‌ଗେଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ
206
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା) : ୪ଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଆସିଛି । ୩ଟିରେ କଂଗ୍ରେସ ନୈରାଶ୍ୟଜନକ ସ୍ଥିତିରେ ରହିଥିବା ବେଳେ କେବଳ ତେଲେଙ୍ଗାନାରେ କଂଗ୍ରେସ ଭଲ କରିଛି । ଏହାକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ତାଙ୍କର ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି । ତେଲେଙ୍ଗାନା ଭୋଟରଙ୍କୁ ଧନ୍ୟବାଦ ଦେଇଛନ୍ତି ଖଡଗେ । ଏହାସହ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡରେ କଂଗ୍ରେସର ପରାଜୟକୁ ସ୍ୱୀକାର କରିବା ସହ କଂଗ୍ରେସକୁ ଭୋଟ ଦେଇଥିବା ଭୋଟରଙ୍କୁ କୃତଜ୍ଞତା ଜଣାଇଛନ୍ତି । ଖଡଗେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଲେଖିଛନ୍ତି କି, ତେଲେଙ୍ଗାନାରେ ଭୋଟର କଂଗ୍ରେସକୁ ଭୋଟ ଦେଇଥିବାରୁ ମୁଁ ସେମାନଙ୍କୁ ଧନ୍ୟବାଦ ଜଣାଉଛି । ଏହାସହ ଛତିଶଗଡ, ରାଜସ୍ଥାନ ଓ ମଧ୍ୟପ୍ରଦେଶର ଭୋଟରଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ଖଡଗେ । ପରାଜୟର କାରଣ ଖୋଜିବା ସହ ଦଳ ଆଗକୁ ନିଶ୍ଚିତ ଭାବେ ବିଜୟୀ ହେବାକୁ ଚେଷ୍ଟା କରିବ ବୋଲି ସେ କହିଛନ୍ତି । କେବଳ ସେତିକି ନୁହେଁ , କଂଗ୍ରେସ ପାର୍ଟି ପୁରା ଦମରେ ୪ଟି ରାଜ୍ୟରେ ନିର୍ବାଚନ ଲଢିଥିଲା । ଏନେଇ ସେ ଦଳର କାର‌୍ୟ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଦେବା ସହ ଆଗାମୀ ଦିନରେ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳଙ୍କୁ ନେଇ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ସେ ଦଳର କର୍ମକର୍ତ୍ତାମାନଙ୍କୁ ଆହ୍ୱାନ ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!