Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଳିସାହି ବଜାରରେ ବୋମାମାଡ଼, ୪ ଗିରଫ

by ସଞ୍ଜୟ ସ୍ୱାଇଁ
December 10, 2019
in Crime
ଖଳିସାହି ବଜାରରେ ବୋମାମାଡ଼, ୪ ଗିରଫ
13
VIEWS
Share on FacebookShare on Twitter

୨ ବାଇକ ଓ ଅଫୁଟା ବୋମା ଜବତ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ଖଳିସାହି ବଜାରରେ ଗତକାଲି କିଛି ଯୁବକ ବୋମା ମାଡ଼ କରି ଆତଙ୍କ ସୃଷ୍ଟି କରିଥିବା ବେଳେ ଆଜି ସଂପୃକ୍ତ ଯୁବକମାନଙ୍କୁ ପୁଲିସ ଗିରଫ କରିଛି । ସେମାନେ ହେଲେ ଆଲୋକ ନାୟକ, ଜିତେନ ନାୟକ, ନୀଳକଣ୍ଠ ନାୟକ, ରଂଜନ ନାୟକ । ପୁଲିସ ସେମାନଙ୍କଠାରୁ ଅଫୁଟା ବୋମା ଓ ବାଇକ ଜବତ କରିଛି । ଏହି ଚାରି ଜଣଙ୍କୁ ପୁଲିସ ଆଜି ଗିରଫ କରିବା ସହ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି । ସ୍ଥାନୀୟ ଅଂଚଳରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ପେଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!