Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପଶ୍ଚିମବଙ୍ଗ ରୁ ଗିରଫ କଲା ଖଲ୍ଲିକୋଟ ପୋଲିସ, ଦେଶୀ ବନ୍ଧୁକ ସହ ବୋମା ଜବତ

by ସଞ୍ଜୟ ସ୍ୱାଇଁ
July 30, 2023
in Crime, State
୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ପଶ୍ଚିମବଙ୍ଗ ରୁ ଗିରଫ କଲା ଖଲ୍ଲିକୋଟ ପୋଲିସ, ଦେଶୀ ବନ୍ଧୁକ ସହ ବୋମା ଜବତ
81
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଖଲ୍ଲିକୋଟ ପୋଲିସ ବଡ଼ ସଫଳତା ।ପଶ୍ଚିମବଙ୍ଗରୁ ଅପରାଧୀ ବିଭୁ ଓ ତାର ଦୁଇ ସହଯୋଗୀଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ । ସେମାନଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ସହ ୧୦ ଜୀବନ୍ତ ଗୁଳି, ୬ଟି ବୋମା ଜବତ ହୋଇଛି । ଖଲ୍ଲିକୋଟ ଓ କୋଦଳା ଥାନା ସମେତ ଓଡିଶାର ବିଭିନ୍ନ ଜିଲ୍ଲାରେ ୨୦ରୁ ଅଧିକ ଅପରଧାରେ ଜଡିତ ଥାଇ ଫେରାର ଥିବା ଅପରାଧୀ ବିଭୁ ଜେନା ଓ ତାର ଦୁଇ ସହଯୋଗୀ ରାମପାଳ, ସଞ୍ଜୟ ବାରିକଙ୍କୁ ଗିରଫ କରାଯାଇଛି । ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାରୁ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ,୧୦ ଗୋଟି ଜୀବନ୍ତ ଗୁଳି ସହ ୬ ଗୋଟି ବୋମା ଜବତ ହୋଇଛି ଜ୍ଝ ଅପରାଧୀ ବିଭୁ ଜେନା ଓ ତାର ସହଯୋଗୀ ମାନେ ଓଡ଼ିଶାର ବିଭିନ୍ନ ଥାନା ଅଞ୍ଚଳରେ ହତ୍ୟା, ହତ୍ୟା ଉଦ୍ୟମ, ଦାଦାବଟି ଓ ଅନ୍ୟାନ୍ୟ ଅପରାଧରେ ଜଡିତ ଥାଇ ଫେରାର୍ ଥିଲେ । ତେବେ ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶରେ ଖଲ୍ଲିକୋଟ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ ଓ କୋଦଳା ଥାନା ଅଧିକାରୀ ଉମାକାନ୍ତ ସାହୁଙ୍କ ନେତୃତ୍ଵରେ ଏକ ଟିମ ଗଠନ କରାଯାଇ ଅପରାଧୀଙ୍କୁ ଗିରଫ୍ କରାଯାଇଥିବା ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!