Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡ଼ା ବ୍ଲକରେ ଜନଶୁଣାଣୀ

by ସଞ୍ଜୟ ସ୍ୱାଇଁ
December 16, 2019
in Lifestyle, Society, State
ଖଣ୍ଡପଡ଼ା ବ୍ଲକରେ ଜନଶୁଣାଣୀ
34
VIEWS
Share on FacebookShare on Twitter

୧୯୦ ଅଭିଯୋଗ ଉପରେ ବିଚାର

ନୟାଗଡ଼, (ବାଘୁଆବାର୍ତ୍ତା) : ଖଣ୍ଡପଡ଼ା ବ୍ଲକରେ ନୟାଗଡ଼ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭା ଗୃହରେ ଆୟୋଜିତ ଏହି ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ସହ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ ମହାପାତ୍ର ଉପସ୍ଥିତ ରହି ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିବା ସହ ତାହାକୁ ତୁରନ୍ତ ସମାଧାନ କରିବାକୁ ପ୍ରୟାସ କରିଥିଲେ । ଆଜିର ଅଭିଯୋଗ ଶୁଣାଣି ଶିବିରରେ ଗୋଟିଏ ଗ୍ରାମ ସମସ୍ୟା ଓ ୧୭୮ଟି ବ୍ୟକ୍ତିଗତ ସମସ୍ୟାକୁ ମିଶାଇ ମୋଟ ୧୯୦ଟି ଅଭିଯୋଗକୁ ଶୁଣାଣି କରା ଯାଇଥିବା ଜଣାପଡ଼ିଛି । ଅଭିଯୋଗ ଗୁଡ଼ିକ ମଧ୍ୟରେ ୧୧ଟି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସହାୟତା ପ୍ରଦାନ କରାଯାଇଛି । ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ୫୧ଟି ଅଭିଯୋଗର ତତ୍କ୍ଷଣତ ସମାଧାନ କରାଯାଇଛି । ଏହି ଶୁଣାଣି କାର୍ଯ୍ୟକ୍ରମରେ ଖଣ୍ଡପଡ଼ା ବ୍ଲକ କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!