Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡାରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର, ୨୪ ମାମଲା ତୁରନ୍ତ ସମାଧାନ

by ସଞ୍ଜୟ ସ୍ୱାଇଁ
May 13, 2025
in Nayagarh, State
ଖଣ୍ଡପଡାରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର, ୨୪ ମାମଲା ତୁରନ୍ତ ସମାଧାନ
58
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡା ପଞ୍ଚାୟତ ସମିତି ସଭା ଗୃହରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ । ଆଜି ମୋଟ ୬୦ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ବ୍ୟକ୍ତିଗତ ୫୫ ଗୋଟି ଅଭିଯୋଗ ରହିଥିବା ବେଳେ ଗ୍ରାମ୍ୟ ସମସ୍ୟା ୩ ଗୋଟି ରହିଥିଲା । ମୁଖ୍ୟ ମନ୍ତ୍ରୀ ରିଲିଫ ଫଣ୍ଡରୁ ୨ ଗୋଟି ମାମଲା ରହିଥିଲା । ତୁରନ୍ତ ୨୪ ଗୋଟି ମାମଲାର ସମାଧାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!