Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡାର ମାଟି ମହାନ : ଅରୁଣ

by ସଞ୍ଜୟ ସ୍ୱାଇଁ
December 30, 2019
in Nayagarh
ଖଣ୍ଡପଡାର ମାଟି ମହାନ : ଅରୁଣ
45
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡା ନିର୍ବାଚନ ମଣ୍ଡଳୀରେ ମହୋତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ରାଜ୍ୟ ସରକାରଙ୍କର ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ. ଅରୁଣ କୁମାର ସାହୁ ଯୋଗଦେଇ ଏ ମାଟି ଅତି ଉଚ୍ଚ କୋଟୀର । ଏ ମାଟି ଆଜି ବିଶ୍ୱଦରବାରରେ ପରିଚିତ, ସାମଗ୍ରୀକ ବିକାଶ ପାଇଁ ଅର୍ଥନୈତିକ ଓ ସାମାଜିକ କ୍ଷେତ୍ରରେ ବହୁତ ଆଗକୁ ଯାଇଛି । ସାରା ରାଜ୍ୟରେ ଖଣ୍ଡପଡା ଏକ ବିକଶିତ ଭାବରେ ପଦର୍ଶିତ ହେବ ଆଗକୁ ଦେଖିହେଉଛି । ଏ ମାଟିର ବିଧାୟକ ରାଜ୍ୟର ଅତି ପ୍ରତିଷ୍ଠିତ ବ୍ୟକ୍ତି, ତାଙ୍କର ଉଦ୍ୟମ ଅତ୍ୟନ୍ତ ପ୍ରଶଂସନୀୟ । ଏହି ଅଞ୍ଚଳର ସମସ୍ତ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶୁତିବଧ । ଉକ୍ତ ଉତ୍ସବରେ ଖଣ୍ଡପଡା ବିଧାୟକଙ୍କ ସମେତ ବହୁ ମାନ୍ୟ ଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!