ନୟାଗଡ଼, ( ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକଙ୍କୁ କରୋନା ହୋଇଥିବା ଜଣାଯାଇଛି। ଏନେଇ ବିଧାୟକ ନିଜେ ସୂଚନା ଦେଇଛନ୍ତି । ଏଥି ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ବ୍ୟକ୍ତି ମାନଙ୍କୁ ସେ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି ।