Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ରୁ ୨୪ ସଟ୍‌ଡାଉନ୍ ସହ କଣ୍ଟେନ୍‌ମେଣ୍ଟ

by Anil Panda
September 15, 2020
in Nayagarh
୧୫ରୁ ୨୪ ସଟ୍‌ଡାଉନ୍ ସହ କଣ୍ଟେନ୍‌ମେଣ୍ଟ
2.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଏବେ ଭୟାନକ ସ୍ଥିତିର ଭୟାନକ ସ୍ଥିତି ଖଣ୍ଡପଡ଼ରେ ବିଶେଷ ଭାବେ ଦେଖିବାକୁ ମିଳିଛି । ଯାହାକୁ ନେଇ ଖଣ୍ଡପଡ଼ା ଏନ୍‌ଏସିକୁ ତହସିଲଦାର୍ ସଟ୍‌ଡାଉନ୍ ସହ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ୧୫ ତାରିଖ ଅପରାହ୍ନ ୪ ଘଟିକାରୁ ୨୪ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ସଟ୍‌ଡାଉନ୍ କରିବା ସହ ଖଣ୍ଡପଡ଼ା ଏନ୍‌ଏସିକୁ ସଂମ୍ପର୍ଣ୍ଣ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ଏନ୍‌ଏସି ଅଂଚଳରେ କରୋନା ଗୋଷ୍ଠୀ ସଂକ୍ରମଣ ଏଡ଼ାଇବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!