Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରତିଷ୍ଠା ଦିବସ

by ସଞ୍ଜୟ ସ୍ୱାଇଁ
December 26, 2019
in Politics
ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରତିଷ୍ଠା ଦିବସ
25
VIEWS
Share on FacebookShare on Twitter

ଭାପୁର, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ଆଜି ବିଜେଡି ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ବନମାଳୀପୁର ପଂଚୁଦୋଳ ପଡ଼ିଆଠାରେ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୈାମ୍ୟରଂଜନ ପଟ୍ଟନାୟକ ଯୋଗ ଦେବା ସହ ଭାପୁର ବିଜେଡି ସଭାପତି ଗୟାଧର ପରିଡ଼ା, ଖଣ୍ଡପଡ଼ା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଶିଶିର କୁମାର ସାହୁ, ଗୀତାଞ୍ଜଳୀ ସେଠି, ସୁମିତ୍ରା ରାଉତ, ବିଷ୍ଣୁପ୍ରିୟା ବେହେରା, ଭାପୁର ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ବେହେରା, ସୈାମ୍ୟ ରଂଜନ ମହାପାତ୍ର ପ୍ରମୂଖ ଯୋଗ ଦେଇଥିଲେ । ବିଜେଡି ଦୀର୍ଘଦିନ ଧରି ଲୋକଙ୍କ ସେବା କରିବା ସହ ଓଡ଼ିଶାକୁ ଆଗକୁ ନେଇ ଚାଲିଛି । ନିରବଚ୍ଛିନ ଭାବେ ଶାସନରେ ରହି ଲୋକାଭିମୂଖୀ ଯୋଜନା ଦ୍ୱାରା ବିଜେଡି ଲୋକପ୍ରିୟ ହୋଇପାରିଥିବା ନେତାମାନେ ତାଙ୍କ ବକ୍ତବ୍ୟରେ କହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!