Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲକ୍ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନ ଖଣ୍ଡପଡ଼ା ବିଜେଡି ବିଧାୟିକା ପ୍ରାର୍ଥୀ

by ସଞ୍ଜୟ ସ୍ୱାଇଁ
May 2, 2024
in Nayagarh, Politics
ବ୍ଲକ୍ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନ ଖଣ୍ଡପଡ଼ା ବିଜେଡି ବିଧାୟିକା ପ୍ରାର୍ଥୀ
2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟର ଚର୍ଚ୍ଚିତ ନିର୍ବାଚନ ମଣ୍ଡଳୀ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରାର୍ଥୀ ଘୋଷଣା କରିଛନ୍ତି। ଭାପୁର ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନଙ୍କୁ ବିଜେଡି ଖଣ୍ଡପଡ଼ା ବିଧାୟିକା ପ୍ରାର୍ଥୀ ଘୋଷଣା କରିଛି। ଏହି ଆସନ ପାଇଁ ବହୁ ଆଶାୟୀ ରହିଥିଲେ। ମୁଖ୍ୟମନ୍ତ୍ରୀ ସାବିତ୍ରୀଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ସବୁ କଳ୍ପନା ଜଲ୍ପନାର ଅନ୍ତ ଘଟିଛି। ଗତ ସାଧାରଣ ନିର୍ବାଚନରେ ବିଜେଡିରୁ ସୌମ୍ୟ ରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇ ଲକ୍ଷାଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!