Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ, ମେଡିକାଲରେ ଭର୍ତି

by ସଞ୍ଜୟ ସ୍ୱାଇଁ
May 26, 2023
in Crime, State
ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ, ମେଡିକାଲରେ ଭର୍ତି
272
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ପର୍ଜଙ୍ଗ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ । ଜେସିବି ଚଢାଇ ଦେବାକୁ ଉଦ୍ୟମ। ପଥରଖମ୍ବ ଗ୍ରାମ ନିକଟରେ ସରକାରୀ ଜମିରୁ ଜେସିବି ମାଧ୍ୟମରେ ବେଆଇନ ଭାବେ ମାଟି ଖୋଳା ଯାଉଥିବା ଖବର ପାଇ ତହସିଲଦାର ଶୁଭ୍ର ପଟେଲ ଚଢାଉ ପାଇଁ ଯାଇଥିଲେ। ବେଆଇନ ଭାବେ ମାଟି ଉଠାଉଥିବା ବେଳେ ତହସିଲ ନିଜ ମୋବାଇଲରେ ଫଟୋ ଉଠାଇବା ବେଳ ସେଠାରେ ଉପସ୍ଥିତ ଥିବା ମାଫିଆ ମାନେ ଆକ୍ରମଣ କରିଛନ୍ତି। ମାଡ ମାରିବା ସହ ମରଣାନ୍ତକ ଆକ୍ରମଣ କରିଛନ୍ତି। ତହସିଲଦାର ବର୍ତ୍ତମାନ କାମାକ୍ଷାନଗର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି।ରାଜସ୍ବ ନିରୀକ୍ଷକ ଆଲୋକ କୁମାର ଲେଙ୍କା ଖବର ପାଇ ଉଦ୍ଧାର କରିବାକୁ ଯାଇଥିବା ବେଳେ ତାଙ୍କୁ ମଧ୍ୟ ଆକ୍ରମଣ ହୋଇଛି।ଏହି ଘଟଣାରେ ୮ରୁ ୧୦ ଜଣ ସାମିଲ ଥିବା ସୂଚନା ମିଳିଛି ।ଖବର ପାଇ ପର୍ଜଙ୍ଗ ବିଧାୟକ ନୃସିଂହ ଚରଣ ସାହୁ ଓ କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁ ମେଡିକାଲରେ ପହଞ୍ଚି ତହସିଲଦାରଙ୍କ ସହ ଆଲୋଚନା କରିବା ସହ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।ଘଟଣା ସ୍ଥଳକୁ ପୋଲିସ ପହଞ୍ଚି ଥିବା ବେଳେ ଗୋଟିଏ ଟ୍ରାକ୍ଟରକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!