Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖେଳପଡ଼ିଆକୁ ପ୍ରଶାଂସା କଲେ କୋଚ୍ ଓ ଖେଳାଳୀ

by ସଞ୍ଜୟ ସ୍ୱାଇଁ
December 8, 2019
in Sports
ଖେଳପଡ଼ିଆକୁ ପ୍ରଶାଂସା କଲେ କୋଚ୍ ଓ ଖେଳାଳୀ
28
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସର୍ବଭାରତୀୟ ଫୁଟବଲ ଟୁନାମେଣ୍ଟ ଅବସରରେ ଆସିଥିବା ଆଠଟି ଦଳର କୋଚ୍ ଏବଂ ଖେଳାଳୀ ନୟାଗଡ଼ ଖେଳପଡ଼ିଆକୁ ପ୍ରଶଂସା କରିଛନ୍ତି । ଫୁଟବଲ ଖେଳିବା ପାଇଁ ରାଜ୍ୟ ବାହାରୁ ଆସିଥିବା କୋଚ୍ ଓ ଖେଳାଳୀ ମାନେ ସେମାନଙ୍କର ମତାମତର ନୟାଗଡ଼ ଖେଳପଡ଼ିଆକୁ ପ୍ରଶଂସା କରିବା ସହିତ ଏଠାରେ ଅନ୍ତର୍ଯ୍ୟାତୀୟ ସ୍ତରର କ୍ରୀଡ଼ା ଅନୁଷ୍ଠିତ ହୋଇପାରିବ ବୋଲି ମତ ଦେଇଥିଲେ । ଏଥିସହିତ ନୟାଗଡ଼ ବାସୀଙ୍କର ସହଯୋଗ ସ୍ନେହ ଶ୍ରଦ୍ଧା ଅପାର ବୋଲି କହିଥିଲେ । ଖେଳକୁ ଆଗେଇ ନେବାକୁ ଦର୍ଶକମାନେ ପ୍ରୋତ୍ସହିତ କରୁଥିବା ନେଇ ସେମାନେ ପ୍ରଶଂସା କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!