Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଭାଲୁ ଛୁଆ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
April 23, 2021
in Feature News, State
ପୁଣି ଭାଲୁ ଛୁଆ ଉଦ୍ଧାର
311
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଉପକଣ୍ଠରୁ ଗୁରୁବାର ସକାଳେ ୫ଟି ଭାଲୁ ଛୁଆ ଉଦ୍ଧାର କରାଯାଇଥିବା ବେଳେ ପୁଣି ବିଳମ୍ବିତ ରାତିରେ ଆଉ ଦୁଇଟି ଭାଲୁ ଛୁଆକୁ ଖୋର୍ଦ୍ଧାଗଡ଼ ରାସ୍ତାରୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକ । ସୂଚନାନୁସାରେ, ଖୋର୍ଦ୍ଧା ନିକଟସ୍ଥ ଗଙ୍ଗପଡ଼ା ଟୋଲ ଗେଟ୍ ପାଖ କାଜୁ ଜଙ୍ଗଲରୁ ୫ଟି ଭାଲୁ ଛୁଆ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଥିବା ବେଳେ ପୁଣି ବିଳମ୍ବିତ ରାତିରେ ଆଉ ଦୁଇଟି ଭାଲୁ ଛୁଆ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି । ବନବିଭାଗ ସମସ୍ତ ଭାଲୁ ଛୁଆର ସ୍ୱାସ୍ଥ୍ୟ ପରୀକ୍ଷା କରି ଜଙ୍ଗଲରେ ଛାଡି ଦେଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!