Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

by ସଞ୍ଜୟ ସ୍ୱାଇଁ
May 2, 2026
in State
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ
41
VIEWS
Share on FacebookShare on Twitter

 ଖୋରଧା, (ବାଘୁଆବାର୍ତ୍ତା): ବହୁ ପ୍ରତୀକ୍ଷିତ ଖୋରଧା ଜିଲ୍ଲା ପ୍ରେସ କ୍ଲବ ର କର୍ମକର୍ତ୍ତା ନିର୍ବାଚନ ଶେଷ ହୋଇଛି । ଆଜି ଅନୁଷ୍ଠିତ ଏହି ନିର୍ବାଚନ ରେ ସଭାପତି ପଦବୀ ନିମନ୍ତେ ତପନ କୁମାର ନାୟକ ଏବଂ ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ତପନ କୁମାର ନାୟକ ୨୬ ଖଣ୍ଡ ଭୋଟ ଏବଂ ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ୧୨ ଖଣ୍ଡ ପାଇଥିଲେ, ଫଳରେ ତପନ କୁମାର ନାୟକ ୧୪ ଖଣ୍ଡ ଭୋଟ ରେ ବିଜୟୀ ହୋଇଥିଲେ । ସମ୍ପାଦକ ଭାବରେ ପ୍ରକାଶ କୁମାର ହାତୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଆଇନ ପରାମର୍ଶ ଦାତା ଭାବେ ଅବ୍ୟକ୍ତ ହରିହର ଖାଡଙ୍ଗା ,ଉପଦେଷ୍ଟା ଦିଲ୍ଲୀପ କୁମାର ପଟ୍ଟନାୟକ,ଉପ ସଭାପତି ପ୍ରସନ୍ନ କୁମାର ପାଇକରାୟ ଏବଂ ଲଲିତ ମୋହନ ମାହାପାତ୍ର, ଯୁଗ୍ମ ସଂପାଦକ ସୟଦ ଲିୟାକତ ଅଲ୍ଲୀ ଏବଂ ଅନସର ଅଲ୍ଲି, କୋଷାଧକ୍ଷ ଗୋପାଳ କୃଷ୍ଣ ଦାସ ଏବଂ କାର୍ଯକାରୀ ସଦସ୍ୟ ଭାବେ ଇକବାଲ ଅହମ୍ମଦ, ରାମ ଚନ୍ଦ୍ର ଜୁଝାର ସିଂହ, ଜିତେନ୍ଦ୍ର ଭଞ୍ଜ, ରାଜେଶ ଚନ୍ଦ୍ର ମହାନ୍ତି, ଶୁଭ କାନ୍ତ ମହାପାତ୍ର ଏବଂ ପ୍ରସାର ପ୍ରମୁଖ ଭାବେ ସନ୍ତୋଷ ଚୌଧୁରୀ ନିର୍ବାଚିତ ହୋଇଥିଲେ । ନିର୍ବାଚନ ଅଧିକାରୀ ଭାବେ ଅବ୍ୟକ୍ତ ହରିହର ଖାଡଙ୍ଗା ନିର୍ଵାଚନ କାର୍ଯ୍ୟ ପରିଚାଳନା କରିଥିବା ବେଳେ ଜିତେନ୍ଦ୍ର ଭଞ୍ଜ ଏବଂ ପ୍ରଭାତ ପାଣିଗ୍ରାହୀ ତାଙ୍କୁ ସହାୟତା କରିଥଲେ । ଜିଲ୍ଲା ପ୍ରେସ କ୍ଲବ ର  ୪୪ ଜଣ ସଦସ୍ୟ ଙ୍କ ମଧ୍ୟ ରୁ ୩୯ ଜଣ ଏହି ମତଦାନ ପ୍ରକ୍ରିୟା ରେ ଅଂଶ ଗ୍ରହଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!