Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜନଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

by ସଞ୍ଜୟ ସ୍ୱାଇଁ
October 22, 2020
in Health, Nayagarh
ରାଜନଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ
1.1k
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଗରିବ ଅସହାୟଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି । ଯୋଜନାର ସଫଳ ରୂପାୟନ ପାଇଁ କୋଟି କୋଟି ଅର୍ଥ ବ୍ୟୟ ବରାଦ ହେଉଛି । ହେଲେ ଉପଯୁକ୍ତ ହିତାଧିକାରୀଙ୍କୁ ମିଳୁନି ସହାୟତା । ଏଭଳି ଚିତ୍ର ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ରବିଗାଡ଼ିଆ ଗ୍ରାମପଂଚାୟତ ଅନ୍ତର୍ଗତ ଜାମୁପାଟଣା ଗ୍ରାମରେ । ରାଜନ ନାୟକ, ବୟସ ୨୫। ପିଲାଟି ଦିନରୁ ବାପା ମା ଛେଉଣ୍ଡ ।ଦୀର୍ଘ ୫ବର୍ଷରୁ ଉର୍ଦ୍ଧ୍ବ ସମୟଧରି କିଡନୀ ରୋଗରେ ଆକ୍ରାନ୍ତ ହୋଇଥିବାରୁ ସମ୍ପୁର୍ଣ୍ଣ ଅଚଳ ହୋଇପଡିଛନ୍ତି ରାଜନ । ନିଜ ଜୀବନ ବଞ୍ଚାଇବା ପାଇଁ ସଂଗ୍ରାମ କରୁଛନ୍ତି । ସାନ ଭାଇର ସ୍ୱଳ୍ପ ରୋଜଗାରରେ ବଡ଼ କଷ୍ଟରେ ପରିବାରର ୫ ଜଣଙ୍କର ପରିବାର ପ୍ରତିପୋଷଣ ହୁଏ । ମୁଣ୍ଡ ଗୁଞ୍ଜିବାକୁ ଦୁଇ ବଖରା ଚାଳ ଘର ବ୍ୟତୀତ ଜମି ଗୁଣ୍ଠେ ନାହିଁ । ଚିକିତ୍ସା ପାଇଁ ଆବଶ୍ୟକ ଅର୍ଥ ଯୋଗାଡ଼ ହୋଇପାରୁନଥିବାରୁ ଦିନକୁ ଦିନ ରାଜନଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରେ ଲାଗିଅଛି । ପରିବାର ଲୋକେ ସରକାରୀ ତଥା ବେସରକାରୀ ସହାୟତାକୁ ଚାହିଁ ରହିଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ବି ସରକାରୀ ସୁବିଧା ତାଙ୍କ ପାଖରେ ପହଂଚିପାରିନାହିଁ । ଏଭଳି ସ୍ଥିତିରେ ନିଜର ଚିକିତ୍ସା ନିମନ୍ତେ ରାଜନ ଆର୍ଥିକ ସହାୟତା ନିମନ୍ତେ ଆକୁଳ ନିବେଦନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!