Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳକ ଅପହରଣ ଘଟଣାରେ ୩ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
October 1, 2022
in Crime, State
ଘରେ ପଶି ଭୁଜାଲିରେ ଆକ୍ରମଣ
31
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ଟାଉନ ଥାନା ଅଞ୍ଚଳର ଅପହୃତ ନାବାଳକ ଉଦ୍ଧାର । ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ । ସେମାନଙ୍କଠାରୁ ଗୋଟିଏ ମଟର ସାଇକେଲ, ୨ଟି ମୋବାଇଲ ଓ ବେଲ୍ଟ ଜବତ କରିଛି ପୋଲିସ । ୨ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ନାବାଳକୁ ଜୁଭେନାଇଲ କୋର୍ଟକୁ ପଠାଯାଇଛି । ସୁନା ବେପାରୀଙ୍କ ପୁଅକୁ ଅପହରଣ କରିବା ଯୋଜନା ରହିଥିଲା । କିନ୍ତୁ ବେପାରୀଙ୍କ ପୁଅ ନଆସିବାରୁ ରେଳବାଇ କଲୋନୀର ମାଣିକ ଦାଶଙ୍କ ପୁଅକୁ ଖେଳ ପଡିଆରୁ ଉଠାଇନେଇଥିଲେ ୩ ଜଣ ଅଭିଯୁକ୍ତ । ପ୍ରଥମେ କୋରାପୁଟ ଓ ପରେ ଜୟପୁର ସଦର ଅଞ୍ଚଳରେ ନାବାଳକୁ ଲୁଚାଇ ରଖିଥିଲେ । ଇନଷ୍ଟାଗ୍ରାମରେ ଅପହୃତ ନାବାଳକର ଫଟୋ ସହ ମେସେଜ କରି ୬୦ ଲକ୍ଷ ଟଙ୍କା ଓ ପରେ ୩୦ ଲକ୍ଷ ଟଙ୍କା ମାଗିଥିଲେ । ଫରେନସିକ ଲ୍ୟାବ ଓ ସାଇବର ସେଲର ସହାୟତା ଏବଂ ଅପହୃତଙ୍କ ସାଙ୍ଗ ମାନଙ୍କୁ ଜେରା ପରେ ଗତକାଲି ରାତିରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!